ଓଡ଼ିଶାରେ ଡେଲ୍ଟା ପ୍ଳସ୍ ଭ୍ୟାରିଆଣ୍ଟ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ: ଓଡ଼ିଶାରେ ଚିହ୍ନଟ ହେଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ର ସରକାର । ଓଡ଼ିଶାର ଦେବଗଡ଼ରେ ଚିହ୍ନଟ ହୋଇଛନ୍ତି ।  ଦେଶରେ ଏଯାବତ୍ ମୋଟ ୪୮ ଜଣ ଡେଲ୍ଟା ପ୍ଳସ୍ ଭ୍ୟାରିଆଣ୍ଟ ରୋଗୀ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ପ୍ରଥମ ଥର ପାଇଁ ଡେଲ୍ଟା ପ୍ଳସ୍ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ରତ୍ନଗିରିର, ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ମଧ୍ୟପ୍ରଦେଶରୁ ୭ଜଣ, ପଞ୍ଜାବରୁ ୨ଜଣ, ମହାରାଷ୍ଟ୍ରରୁ ୨୦, ଗୁଜୁରାଟ୍ ୦୨, କେରଳ, ଆନ୍ଧ୍ରପ୍ରଦେଶ ୦୧, ତାମିଲନାଡ଼ୁ ୦୯, ଓଡ଼ିଶାରୁ ୦୧, ରାଜସ୍ଥାନ ୦୧,  ଜମ୍ମୁ ୦୧ ଓ କର୍ଣ୍ଣାଟକରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *