ଓଡ଼ିଶାରୁ ଆଜି ୮୨୯୯ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହଇଚଇ ସୃଷ୍ଟି କରିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି ଆଉ ୮ ହଜାର ୨୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୭ ଲକ୍ଷ ୭୨ ହଜାର ୯୭୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୪୮ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୭୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *