ଓଡ଼ିଶାରୁ ଆଜି ୬ ହଜାର ୨୪୦ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୬ ହଜାର ୨୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୫୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *