୭ ଜିଲ୍ଲା ସାବଧାନ୍ ‌! ଘୂର୍ଣ୍ଣିଝଡ ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଘୂର୍ଣ୍ଣିଝଡ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ସତର୍କତା ଅବଲମ୍ବନ କରିବାକୁ ୭ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୩ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସେହି ୭ଟି ଜିଲ୍ଲାଗୁଡିକ ଯଥା- କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ ପାଇଁ ସତର୍କ ସୂଚନା ରହିଛି । ସନ୍ଧ୍ୟା ୭ଟା ମଧ୍ୟରେ ସର୍ତକ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *