ଷ୍ଟିଲ୍‌ ସିଟିରେ ପୁଣି ଗଡ଼ିଲା ମୁଣ୍ଡ

ରାଉଲ୍‌କେଲା : ରାଉଲ୍‌କେଲା ରେଲ୍‌ୱେ କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଣି ଷ୍ଟିଲ୍‌ ସିଟିରେ ମୁଣ୍ଡ ଗଡ଼ିଛି । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଯୁବକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି । ପୂର୍ବ ଶତ୍ରୁତାକୁ ନେଇ ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *