ରାଜ୍ୟରେ ଆଉ ୧ହଜାର ୯୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧ହଜାର ୯୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୧୨୦ ଓ ସ୍ଥାନୀୟ ଅଞ୍ଚଳରୁ ୮୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୮୦ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୫, ବାଲେଶ୍ୱର ୯୮, ବରଗଡ଼ ୧୭, ଭଦ୍ରକ ୫୯, ବଲାଙ୍ଗୀର ୭, ବୌଦ୍ଧ ୪, କଟକ ୨୭୯, ଦେବଗଡ଼ ୫, ଢେଙ୍କାନାଳ ୩୪, ଗଜପତି ୪, ଗଞ୍ଜାମ ୬, ଜଗତସିଂହପୁର ୧୧୩, ଯାଜପୁର ୧୧୫, ଝାରସୁଗୁଡ଼ା ୬, କଳାହାଣ୍ଡି ୪, କନ୍ଧମାଳ ୧୯, କେନ୍ଦ୍ରାପଡ଼ା ୧୧୨, କେନ୍ଦୁଝର ୨୧, କୋରାପୁଟ ୭, ମାଲକାନଗିରି ୨୪, ମୟୂରଭଞ୍ଜ ୬୬, ନବରଙ୍ଗପୁର ୯, ନୟାଗଡ଼ ୮୮, ନୂଆପଡ଼ା ୨, ପୁରୀ ୮୩, ରାୟଗଡ଼ା ୧୮, ସମ୍ୱଲପୁର ୨୫, ସୋନପୁର ୧୨, ସୁନ୍ଦରଗଡ଼ ୪୭ ଏବଂ ଷ୍ଟେଟ୍ ପୁଲରୁ ୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଏବେ ବି ରାଜ୍ୟରେ ୧୯ ହଜାର ୬୨୩ ଜଣ କରୋନା ମାମଲା ଆକ୍ଟିଭ ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *